ଅକ୍ଟୋବର ୨୩ ଓ ୨୪ରେ ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଅକ୍ଟୋବର ୨୩ ଓ ୨୪ ତାରିଖରେ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ରହିଛି। ଏହି ସୂଚନା ଦେଇଛନ୍ତି ପାଣିପାଗ ବିଭାଗ ନିର୍ଦେଶିକା ମନୋରମା ମହାନ୍ତି।
ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ।ଆସନ୍ତା ୨୨ରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପରେ ଚିତ୍ର ସ୍ପଷ୍ଟ ହେବ।