ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇ ଦେଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ ହରାଇବାର ସଫଳତା ପାଇଛି।
Related Posts

କମିଶନରେଟ ପୋଲିସ ଦ୍ବାରା ୬ ବନ୍ଧୁକ ବେପାରୀ ଗିରଫ
କମିଶନରେଟ ପୋଲିସ ଦ୍ବାରା ୬ ବନ୍ଧୁକ ବେପାରୀ ଗିରଫ ଭୁବନେଶ୍ୱର: କମିଶନରେଟ ପୋଲିସର ସ୍ପେଶାଲ୍ ସ୍କୁଆଡ ଦ୍ବାରା ୬ ଜଣ ବନ୍ଧୁକ ବେପାରୀ ଗିରଫ ହୋଇଛନ୍ତି।ବିହାରରୁ ବନ୍ଧୁକ…

ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟର ପ୍ରଥମ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି।
ଭୁବନେଶ୍ବର : ପ୍ରଫେସର ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି। କଳାହାଣ୍ଡି ଭବାନୀପାଟଣା ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟର ପ୍ରଥମ କୁଳପତି ଭାବେ କାର୍ଯ୍ୟରତ ପ୍ରଫେସର ସଞ୍ଜୟ ଶତପଥୀଙ୍କର ଭୁବନେଶ୍ବରରେ ଏକ…

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି
କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ।ବାୟୁମଣ୍ଡଳର ଉପରି ଭାଗରେ ୫.୮ କିମି ଯାଏଁ ବ୍ୟାପ୍ତ ରହିଛି।ଆସନ୍ତା ୨୧…