ଭୁବନେଶ୍ବର: କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) ଦ୍ବାରା ପରିଚାଳିତ ଆଇଏଏସ୍ ପରୀକ୍ଷା-୨୦୨୩ରେ ଦ୍ବିତୀୟ ରାଙ୍କ ରଖିଥିବା ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି। ଉତ୍ତରାଖଣ୍ଡର ମସୁରୀସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଜାତୀୟ ପ୍ରଶାସିନକ ଏକାଡେମୀରେ ଅନିମେଶ ପ୍ରଧାନ ନିକଟରେ ଫାଉଣ୍ଡେସନ୍ କୋର୍ସ ସାରିବା ପରେ ୬ମାସ ଆଇଏଏସ୍ ଟ୍ରେନିଂ ନେଉଛନ୍ତି। ଏହି ଟ୍ରେନିଂ ସରିଲା ପରେ ଅନିମେଶ ପ୍ରଧାନ ଓଡ଼ିଶା ଆସି କାର୍ଯ୍ୟରେ ଯୋଗଦେବେ।
Related Posts
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଫୋନରେ କଥାହେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ, ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ କଲେ ଅନୁରୋଧ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଫୋନରେ କଥାହେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ, ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ କଲେ ଅନୁରୋଧ ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…
ଜୁଲାଇ ୧୪ ରୁ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ
ଜୁଲାଇ ୧୪ ରୁ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି।ଜୁଲାଇ ୧୪ ତାରିଖରୁ ଓଡ଼ିଶାରେ ପୁଣି…
କୋଶଳ ପ୍ରବକ୍ତା ଦେବେନ୍ଦ୍ର କୁମାର ପାଇବେ ସମ୍ମାନଜନକ ଡକ୍ଟରେଟ ଉପାଧି
କୋଶଳ ପ୍ରବକ୍ତା ଦେବେନ୍ଦ୍ର କୁମାର ପାଇବେ ସମ୍ମାନଜନକ ଡକ୍ଟରେଟ ଉପାଧି ତରଭା, ତା ୨୯/୧୨ : ଆନ୍ତର୍ଜାତିକ ସ୍ତରରେ ସୁନାମଧନ୍ୟ ଶିକ୍ଷାନୁଷ୍ଠାନ ଆମେରିକାନ୍ ମେରିଟ୍ କାଉନସିଲ୍, ଆମେରିକା…