ଆକ୍ରମଣର ଶିକାର ହୋଇଛନ୍ତି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ।

ନିର୍ବାଚନୀ ପ୍ରଚାର ବେଳେ ଗତ ରାତିରେ ଆକ୍ରମଣର ଶିକାର ହୋଇଛନ୍ତି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ। ଏଥିରେ ଜଗନ ମୋହନ ରେଡ୍ଡୀଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *