ଆଜି ପବିତ୍ର ଅକ୍ଷୟ ତୃତୀୟା, ଆରମ୍ଭ ହେଲା ରଥ ନିର୍ମାଣ ଅନୁକୁଳ ନୀତି ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆରମ୍ଭ ହେଲା ରଥ ନିର୍ମାଣ ଅନୁକୁଳ ନୀତି ।ଏହି ଦିନ ଚନ୍ଦନଯାତ୍ରା ମଧ୍ୟ ଆରମ୍ଭ ହୋଇଛି। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଶ୍ରୀକ୍ଷେତ୍ର । ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨ ଫୁଟିଆ ଧଉରା କାଠକୁ ରଖାଯାଇଥିଲା ।ଚାଷୀ ଚାଷ କାମର ଅନୁକୂଳ କରିଥାଏ । ଭୂମି ପୂଜନ ସହ ବିଭିନ୍ନ ସ୍ଥାନରେ ଅଖି ମୁଠି ଅନୁକୂଳ କରିଛନ୍ତି ଚାଷୀ । ଅକ୍ଷୟ ତୃତୀୟାରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଶୁଭ ଦିନ ହୋଇଥିବାରୁ ଲୋକ ମାନେ ମଧ୍ୟ ଘର ପ୍ରତିଷ୍ଠା କରିଥାନ୍ତି।
Related Posts
ଶ୍ରେଷ୍ଠ ଓଡ଼ିଆ ସିନେମା ଜଗତର ‘ଦମନ’କୁ ମିଳିଛି ଏହି ଜାତୀୟ ପୁରସ୍କାର।
‘ଦମନ’କୁ ମିଳିଛି ଜାତୀୟ ପୁରସ୍କାର। ଶ୍ରେଷ୍ଠ ଓଡ଼ିଆ ସିନେମା ଭାନେ ‘ଦମନ’କୁ ମିଳିଛି ଏହି ଜାତୀୟ ପୁରସ୍କାର। ଏହି ଘୋଷଣା ପରେ ପୂରା ‘ଦମନ’ ଟିମ୍ ଉତ୍ସାହିତ…
ଜୁଲାଇ ୨୨ରୁ ବିଧାନସଭା ଅଧିବେଶନ
ଜୁଲାଇ ୨୨ରୁ ବିଧାନସଭା ଅଧିବେଶନ ଭୁବନେଶ୍ୱର: ଜୁଲାଇ ୨୨ ତାରିଖରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭା ଅଧିବେଶନ।ଆସନ୍ତା ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବ।୨୫ ତାରିଖରେ ଉପସ୍ଥାପିତ…
ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ
ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ମହିଳା ବିରୋଧୀ ଅପରାଧକୁ ନେଇ ଉଦ୍ବେଗ ପ୍ରକାଶ କଲେ ମୋଦି। ମହିଳାଙ୍କ ଉପରେ ଅତ୍ୟାଚାର ଚିନ୍ତାର ବିଷୟ। ଏଥିପାଇଁ ଦେଶ,…