ଆଜି ପୁରୀ ଯିବେ ରାଷ୍ଟ୍ରପତି ଆଜି ପୁରୀ ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି
ପରେ ଗୋପବନ୍ଧୁ ଆୟୁର୍ବେଦ କଲେଜର ହୀରକ ଜୟନ୍ତୀରେ ସାମିଲ ହେବେ
-ଅପରାହ୍ଣରେ ନୌସେନା ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି
The Information Media (ସୂଚନା ଏବଂ ସମ୍ବାଦ)
Vasundhara Information and Media Group