ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାକାର ଉପରେ ୨.୫ ଲକ୍ଷ ଟଙ୍କା ଜରିମାନା

ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବା ମହଙ୍ଗା ପଡ଼ିଛି

କେରଳ:ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବା ମହଙ୍ଗା ପଡ଼ିଛି। ଗୋଟିଏ କାର ଉପରେ ୨.୫ ଲକ୍ଷ ଟଙ୍କା ଜରିମାନା ସହ କାର ଚାଳକଙ୍କ ଲାଇସେନ୍ସ ରଦ୍ଦ କରିଛି କେରଳ ପୁଲିସ। ଏଭଳି ଉଦାହରଣମୂଳକ ପଦକ୍ଷେପ ନେଇ କେରଳର ସ୍ଥାନୀୟ ପ୍ରଶାସନ କାର ମାଲିକଙ୍କ ଘରକୁ ଯାଇ ତାଙ୍କ ହାତରେ ଏହି ନୋଟିସ ଧରାଇଛନ୍ତି। କେରଳର ଚଲାକୁଡିରେ ଘଟିଥିବା ଏହି ଘଟଣାର ଭିଡିଓ ମଧ୍ୟ ସୋଶାଲ ମିଡିଆରେ ବେଶ ଭାଇରାଲ ହେଉଛି।

Leave a Reply

Your email address will not be published. Required fields are marked *