ଭୁବନେଶ୍ୱର:ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ପରେ ଆସିବା ଆରମ୍ଭ ହୋଇଛି’-‘ବଜାର ଦର ଧିରେ ଧିରେ ସ୍ବାଭାବିକ ହେଉଛି, ଦର ୩୨/୩୪ ଟଙ୍କା ହେଲାଣି’-ତେବେ ମନ୍ତ୍ରୀ ୩୨/୩୪ କହୁଥିଲେ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଦର ଉଚ୍ଚା-କଟକ, ଭୁବନେଶ୍ବରରେ ଆଜି ଆଳୁ କେଜି ୫୦ ଟଙ୍କା ଥିବା ସୂଚନାଆଳୁ ଦର ସ୍ବାଭାବିକ ହେଉଥିବା କହିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର-‘ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଦର ବଢ଼ିଥିଲା, ଏବେ ଆସିବା ଆରମ୍ଭ’-‘
Related Posts
ମହାନ ଜନନାୟକ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ବାର୍ଷିକୀ
ମହାନ ଜନନାୟକ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ବାର୍ଷିକୀ ଭୁବନେଶ୍ୱର : ଓଡିଶାର ସାମାଜିକ, ରାଜନୈତିକ ଏବଂ ଅର୍ଥନୈତିକ ଇତିହାସରେ ଉତ୍କଳ…
ଛତିଶଗଡ଼ ଅବୁଝମାରରେ ଏନ୍କାଉଣ୍ଟର; ୮ ନକ୍ସଲ ମୃତ ।
ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁ ବେଳେ ୮ ନକ୍ସଲ ମରିଗଲା। ଜଣେ ସୁରକ୍ଷାକର୍ମୀ ସହିଦ, ଆଉ ୨ ସୁରକ୍ଷାକର୍ମୀ ଆହତ ।
୭୬ତମ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ |
ଭୁବନେଶ୍ୱର: ଆଜି ୭୬ତମ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଅବସରରେ ସକାଳେ ଓଡିଶା ବିଧାନସଭା ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକରେ ପୁଷ୍ପଗୁଚ୍ଛ ଅର୍ପଣ ପୂର୍ବକ ପ୍ରତିଷ୍ଠା…