ଆସନ୍ତାକାଲି ଅଗଷ୍ଟ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଆସନ୍ତାକାଲି ଅଗଷ୍ଟ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆସନ୍ତାକାଲି ଅଗଷ୍ଟ ୧୨ ତାରିଖ (ସୋମବାର) ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ l ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *