ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା
ଭୁବନେଶ୍ୱର: ଆସନ୍ତାକାଲି କାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ଏହାପରେ ଉତ୍ତରପୂର୍ବକୁ ଗତି କରି ୨୪ ବେଳକୁ ଅବପାତ ରୂପ ନେବ।ଆସନ୍ତା ୨୩ ଓ ୨୪ରେ ସମୁଦ୍ର ଅଶାନ୍ତ ରହିବ ।ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା।ତେବେ ୨୪ରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।