ଭୁବନେଶ୍ୱର:ଆସନ୍ତା ୨୭ତାରିଖରେ ଜିଲ୍ଲାପାଳ ସମ୍ମିଳନୀ ହେବ । ରାଜ୍ୟରେ କ୍ଷମତାକୁ ଆସିବାର ପ୍ରାୟ ସାଢ଼େ ୩ମାସ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ସରକାର ନିଜର ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ ଡାକିଛନ୍ତି । ସରକାରକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ପ୍ରଥମଥର ପାଇଁ ଜିଲ୍ଲାପାଳମାନେ ଭେଟିବେ।
Related Posts
ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ; ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ଘୋଷଣା
ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ; ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ଘୋଷଣା ଭୁବନେଶ୍ୱର: ଆଜି…
ସହାୟତାରେ ସେଞ୍ଚୁରିଅନ ୟୁନଭରସିଟି ପକ୍ଷରୁ ବିପର୍ଯ୍ୟୟ ପରିଚାଳନାରେ ଆଧୁନିକ ଜ୍ଞାନ କୌଶଳ ପ୍ରୟୋଗ କରି ଧନ-ଜୀବନ ସୁରକ୍ଷିତ ଓ କ୍ଷତି ହ୍ରାସ କରିବା ଉପରେ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ..
ସହାୟତାରେ ସେଞ୍ଚୁରିଅନ ୟୁନଭରସିଟି ପକ୍ଷରୁ ବିପର୍ଯ୍ୟୟ ପରିଚାଳନାରେ ଆଧୁନିକ ଜ୍ଞାନ କୌଶଳ ପ୍ରୟୋଗ କରି ଧନ-ଜୀବନ ସୁରକ୍ଷିତ ଓ କ୍ଷତି ହ୍ରାସ କରିବା ଉପରେ ସଚେତନତା କର୍ମଶାଳା…
Plus II admission process begins in Odisha
Plus II admission process begins in Odisha Bhubaneswar: The process for admissions into Plus II has begun in Odisha from…