ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।ନୀଳଗିରି ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ*ଡେପୁଟି କଲେକ୍ଟର ପରିକ୍ଷିତ ଜେନାଙ୍କ ଘରେ ରେଡ୍*ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
