ଉପରାଷ୍ଟ୍ରପତି ସି. ପି. ରାଧାକ୍ରିଷ୍ଣନ୍ ଆଜି ଓଡ଼ିଶା ପହଞ୍ଚିଛନ୍ତି।

ଉପରାଷ୍ଟ୍ରପତି ସି. ପି. ରାଧାକ୍ରିଷ୍ଣନ୍ ଆଜି ଓଡ଼ିଶା ପହଞ୍ଚିଛନ୍ତି।

ଭୁବନେଶ୍ୱର: ଉପରାଷ୍ଟ୍ରପତି ସି. ପି. ରାଧାକ୍ରିଷ୍ଣନ୍ ଆଜି ଓଡ଼ିଶା ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ଏହି ଅବସରରେ ରାଜ୍ୟପାଳଙ୍କ ସହ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହି ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଅଂଶଗ୍ରହଣ କରିବାର ସୂଚନା ମିଳିଛି।