ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ପେଡିଆଟ୍ରିକ ସର୍ଜରି ବିଭାଗରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟ(ଶେଷ ବର୍ଷ) ଡ. ମନୀତା ତମାଙ୍ଗ ଦେଶର ମର୍ଯ୍ୟାଦାଜନକ ୟୁସି ଚକ୍ରବର୍ତ୍ତୀ ପୁରସ୍କାର ହାସଲ କରିଛନ୍ତି। ନିକଟରେ ଏମ୍ସ ଋଷିକେଶରେ ଆୟୋଜିତ ପେଡିଆଟ୍ରିକ ସର୍ଜନମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଆଇଏପିଏସସିଓଏନ୍ ୨୦୨୪ରେ ଡ. ମନୀତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ପ୍ରତିଷ୍ଠିତ ସମ୍ମାନ ସମଗ୍ର ଭାରତରେ ଶିଶୁରୋଗ ସର୍ଜରୀ କ୍ଷେତ୍ରରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟମାନଙ୍କ ଦ୍ୱାରା ଉଲ୍ଲେଖନୀୟ ଗବେଷଣା ପାଇଁ ସ୍ୱୀକୃତିର ଶିଖର ବିବେଚନା କରାଯାଏ।
Related Posts

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥ।
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥ ଭୁବନେଶ୍ୱର: (Abhishek Mohanty)ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଭୁବନେଶ୍ୱର ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ କରାଯାଇଛି…

ପଦ୍ମପୁର ଠାରେ ନୂତନ ବସଷ୍ଟାଣ୍ଡ ନିର୍ମାଣ ପାଇଁ ଅଭିନବ ପ୍ରତିବାଦ
ପଦ୍ମପୁର ଠାରେ ନୂତନ ବସଷ୍ଟାଣ୍ଡ ନିର୍ମାଣ ପାଇଁ ଅଭିନବ ପ୍ରତିବାଦ କରିଛନ୍ତି ଆଶିଷ ଜ୍ୟୋତିଷ ବରଗଡ଼ ଜିଲ୍ଲାର ରାଜ୍ୟର ଉନ୍ନତ ଯାତ୍ରୀସେବା ଯୋଗାଇଦେବା ଜନସାଧାରଣଙ୍କୁ ପଦ୍ମପୁର ଉପଖଣ୍ଡ…

ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଘରୋଇ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ
ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଘରୋଇ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅସୁସ୍ଥତା ବଶତଃ ଭୁବନେଶ୍ବରର ଏକ ଘରୋଇ…