ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ପେଡିଆଟ୍ରିକ ସର୍ଜରି ବିଭାଗରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟ(ଶେଷ ବର୍ଷ) ଡ. ମନୀତା ତମାଙ୍ଗ ଦେଶର ମର୍ଯ୍ୟାଦାଜନକ ୟୁସି ଚକ୍ରବର୍ତ୍ତୀ ପୁରସ୍କାର ହାସଲ କରିଛନ୍ତି। ନିକଟରେ ଏମ୍ସ ଋଷିକେଶରେ ଆୟୋଜିତ ପେଡିଆଟ୍ରିକ ସର୍ଜନମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଆଇଏପିଏସସିଓଏନ୍ ୨୦୨୪ରେ ଡ. ମନୀତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ପ୍ରତିଷ୍ଠିତ ସମ୍ମାନ ସମଗ୍ର ଭାରତରେ ଶିଶୁରୋଗ ସର୍ଜରୀ କ୍ଷେତ୍ରରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟମାନଙ୍କ ଦ୍ୱାରା ଉଲ୍ଲେଖନୀୟ ଗବେଷଣା ପାଇଁ ସ୍ୱୀକୃତିର ଶିଖର ବିବେଚନା କରାଯାଏ।
Related Posts
ବାର୍ଡ ଫ୍ଲୁ ପାଇଁ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ
ବାର୍ଡ ଫ୍ଲୁ ପାଇଁ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ ଭୁବନେଶ୍ୱର: ବାର୍ଡ ଫ୍ଲୁ ପାଇଁ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ। ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ…
ଭୁବନେଶ୍ବରରେ ଯୁଦ୍ଧକାଳୀନ ଭିତ୍ତିରେ ସରିବ ମୁକୁଳା ଡ୍ରେନ୍ କାମ
ଭୁବନେଶ୍ବରରେ ଯୁଦ୍ଧକାଳୀନ ଭିତ୍ତିରେ ସରିବ ମୁକୁଳା ଡ୍ରେନ୍ କାମ ଭୁବନେଶ୍ୱର: ଭୁବନେଶ୍ବରରେ ଯୁଦ୍ଧକାଳୀନ ଭିତ୍ତିରେ ମୁକୁଳା ଡ୍ରେନ୍ କାମ ସରିବା ପାଇଁ ନିଷ୍ପତ୍ତି ନେଇଛି ଭୁବନେଶ୍ୱର ମହାନଗର…
ମେ ୨୬ରେ ମାଟ୍ରିକ ପରୀକ୍ଷା ଫଳ
ମେ ୨୬ରେ ମାଟ୍ରିକ ପରୀକ୍ଷା ଫଳ ଭୁବନେଶ୍ଵର: ( Abhishek Mohanty)ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ସକାଳ ୧୦ଟା ୩୦ରେ…