ଭୁବନେଶ୍ୱର: ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ଆଇଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ କରିବା ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି । ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରିବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଉଛି । ଆଜି ଏଭଳି କିଛି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।ଏହାସହିତ ଓଡ଼ିଶାରେ ଏବେ ୭୦ହଜାର କୋଟି ଟଙ୍କାରୁ ଅଧିକ ରେଳ ପ୍ରକଳ୍ପ ନିର୍ମାଣାଧୀନ ରହିଥିବା ମଧ୍ୟ ସୂଚନା ଦେଇଛନ୍ତି ।
Related Posts
ଭୁବନେଶ୍ୱର ବିମାନ ବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ
ଭୁବନେଶ୍ୱର:(Abhishek Mohanty) ବିମାନ ବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ କରାଯାଇଛି। ଦୁଇ ଜଣ ବ୍ୟକ୍ତିଙ୍କ…
ବଲାଙ୍ଗୀରରେ ୧୩ କ୍ୱିଣ୍ଟାଲ୍ ଗଞ୍ଜେଇ ଜବତ
ବଲାଙ୍ଗୀରରେ ୧୩ କ୍ୱିଣ୍ଟାଲ୍ ଗଞ୍ଜେଇ ଜବତ ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲାରେ ପିକଅପ୍ ଭ୍ୟାନ୍ରୁ ୧୩ କ୍ୱିଣ୍ଟାଲ୍ରୁ ଅଧିକ ଗଞ୍ଜେଇ ଜବତ କରାଯାଇଛି।ଟଲିଆଲିଟି ଗାଁ ନିକଟରେ ଚଢ଼ାଉ କରି…
ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ର ବିଧାୟକ ପାର୍ଥି ସାଲୁଗା ପ୍ରଧାନ ଙ୍କ ନାମାଙ୍କନ ଦାଖଲ….
ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ର ବିଧାୟକ ପାର୍ଥି ସାଲୁଗା ପ୍ରଧାନ ଙ୍କ ନାମାଙ୍କନ ଦାଖଲ…. .ଜି. ଉଦୟଗିରି 01/04:- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଜି.ଉଦୟଗିରି…