ଓଡ଼ିଶା କ୍ୟାଡ଼ରର ୨୦୨୨ ବ୍ୟାଚର ୬ ଜଣ ଆଇଏଏସ୍ ନିଜର ଦ୍ୱିତୀୟ ପର୍ଯ୍ୟାୟ ଟ୍ରେନିଂ ସମାପ୍ତ ପରେ ଆଜି ବିଭିନ୍ନ ଜିଲ୍ଲାରେ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ପାଇଛନ୍ତି । ରାଜ୍ୟ ସରକାର ସେମାନଙ୍କୁ ବଣାଇ, ଆଠଗଡ଼, ପଦମପୁର, ଜୟପୁର, ତାଳଚେର ଓ ରାଇରଙ୍ଗପୁରଠାରେ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରିଛନ୍ତି।
Related Posts
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାକାର ଉପରେ ୨.୫ ଲକ୍ଷ ଟଙ୍କା ଜରିମାନା
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବା ମହଙ୍ଗା ପଡ଼ିଛି କେରଳ:ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବା ମହଙ୍ଗା ପଡ଼ିଛି। ଗୋଟିଏ କାର ଉପରେ ୨.୫ ଲକ୍ଷ ଟଙ୍କା ଜରିମାନା ସହ କାର ଚାଳକଙ୍କ…
ମୋହନ ମାଝୀ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ
ମୋହନ ମାଝୀ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:( ଅଭିଷେକ ମହାନ୍ତି) ମୋହନ ମାଝୀ ହେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ।କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ହେବେ…
ଓଡ଼ିଶାର ମୋଟ୍ ୧୪୭ଟି ବିଧାନସଭା ଆସନ ମଧ୍ୟରୁ ବିଜେପି ଏକାକୀ ୭୮ ଆସନ
ଭୁବନେଶ୍ଵର : ଓଡ଼ିଶାର ମୋଟ ୧୪୭ଟି ବିଧାନସଭା ଆସନ ମଧ୍ୟରୁ ବିଜେପି ଏକାକୀ ୭୮ ଆସନ ପାଇଛି ବିଜେଡି- ୫୧ , କଂଗ୍ରେସ-୧୪, ସ୍ୱାଧୀନ ପ୍ରାର୍ଥୀ-୩…