କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’ ମିଳିଛି। 

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରତିଶ୍ରୁତି ରଖିଛନ୍ତି। ତାଙ୍କର ପ୍ରତିଶ୍ରୁତି ଅନୁସାରେ କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’ ମିଳିଛି। ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ‘ଜାତୀୟ ମାନ୍ୟତା’ ନେଇ ସୂଚନା ଜାରି ହୋଇଛି। ଆଜି ରାଜ୍ୟସଭାରେ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଏହି ସୂଚନା ଦେଇଛନ୍ତି। 

Leave a Reply

Your email address will not be published. Required fields are marked *