କଟକ ସହରରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ଓଡ଼ିଶା ହାଇକୋର୍ଟ

କଟକ ସହରରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ଓଡ଼ିଶା ହାଇକୋର୍ଟ

କଟକ: କଟକ ସହରରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ଓଡ଼ିଶା ହାଇକୋର୍ଟ।ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ।କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ କୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି।ଅକ୍ଟୋବର ୫ ତାରିଖ ସୁଦ୍ଧା ରାସ୍ତା ମରାମତି ସାରିବାକୁ ପୂର୍ତ୍ତ ସଚିବ କୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

Leave a Reply

Your email address will not be published. Required fields are marked *