ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ବଲାଙ୍ଗିର ଜିଲ୍ଲାର କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି।ଟିଟଲାଗଡ଼ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ। ଉପସ୍ଥିତ ଥିଲେ ୫ଟି ଅଧକ୍ଷ ଭି କେ ପାଣ୍ଡିଆନ ଓ ବହୁ ବରିଷ୍ଟ ନେତା।ଏପ୍ରିଲ ୩୦ ରେ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ନାମାଙ୍କନପତ୍ର ଦାଖଲ କରିଥିଲେ ନବୀନ।
Related Posts

କୁଟୁମ୍ବ ଯୋଜନାରେ ସଂଗ୍ରାମୀଙ୍କ ପରିବାରକୁ ମିଳିବ ପେନ୍ସନ୍
କୁଟୁମ୍ବ ଯୋଜନାରେ ସଂଗ୍ରାମୀଙ୍କ ପରିବାରକୁ ମିଳିବ ପେନ୍ସନ୍ ଭୁବନେଶ୍ୱର: ବର୍ତ୍ତମାନ ସମୟର ସବୁ ସଫଳତା ଓ ସବୁ ଆନନ୍ଦ ପଛରେ ରହିଛି ଆମର ମହାନ ସ୍ୱାଧୀନତା ସଂଗ୍ରାମୀମାନଙ୍କର…

ଦୁର୍ଘଟଣାରେ ୫ ମୃତ
ଦୁର୍ଘଟଣାରେ ୫ ମୃତ ବଡ଼ବିଲ: କେନ୍ଦୁଝର ଜିଲ୍ଲାରେ ଦୁଇ ଟ୍ରକ୍ ମଝିରେ ପଶିଗଲା କାର୍।କାର୍ ରେ ଥିବା ୫ ଜଣଙ୍କ ମୃତ୍ୟୁ ହୋଇଛି।ଜାତୀୟ ରାଜପଥ ୫୨୦ ରିମୁଳି…

ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଏସେନ୍ସିଆ ଔଷଧ ତିଆରି କମ୍ପାନୀ ବିସ୍ଫୋରଣ ଘଟଣାରେ ଚାରି ଜଣଙ୍କ ମୃତ୍ୟୁ।
ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଜିଲ୍ଲାରେ ଥିବା ଏକ ଔଷଧ ତିଆରି କମ୍ପାନୀରେ ବିସ୍ଫୋରଣ ଘଟିଛି। ଏଥିରେ ୧୮ ଜଣ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତଙ୍କୁ ଏନଟିଆର…