ମହାରାଷ୍ଟ୍ରରୁ ଜମ୍ମୁ ଅଭିମୁଖେ ଯାଉଥିବା ଏକ ଟ୍ରକ୍ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ୍ସପ୍ରେସ୍ ୱେ’ର ନଦିଆ ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିଲା। ଠିକ୍ ସେହି ସମୟରେ ଏକ ଦୃତଗାମୀ କାର୍ ଟ୍ରକ୍କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଦୁଇ ଜଣଙ୍କୁ ଉଦ୍ଧାର କରାଯାଇ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଆଉ ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ଭିତରେ ୨ ଜଣ ପିଲା ଥିବା ଖେଦା ଏସ୍ପି ରାଜେଶ ଗଦିୟା କହିଛନ୍ତି।
Related Posts

ପାକିସ୍ତାନ ଯିବେ ବିଦେଶ ମନ୍ତ୍ରୀ ଏସ୍. ଜୟଶଙ୍କର ।
ପାକିସ୍ତାନ ଯିବେ ବିଦେଶ ମନ୍ତ୍ରୀ ଏସ୍. ଜୟଶଙ୍କର । ୧୦ ବର୍ଷ ପରେ କୌଣସି ଭାରତୀୟ ବିଦେଶ ମନ୍ତ୍ରୀ ପାକିସ୍ତାନ ଯାଉଛନ୍ତି । ପୂର୍ବରୁ ୨୦୧୫ରେ ତତ୍କାଳୀନ…

କମିଶନରେଟ ପୋଲିସ ଦ୍ବାରା ୬ ବନ୍ଧୁକ ବେପାରୀ ଗିରଫ
କମିଶନରେଟ ପୋଲିସ ଦ୍ବାରା ୬ ବନ୍ଧୁକ ବେପାରୀ ଗିରଫ ଭୁବନେଶ୍ୱର: କମିଶନରେଟ ପୋଲିସର ସ୍ପେଶାଲ୍ ସ୍କୁଆଡ ଦ୍ବାରା ୬ ଜଣ ବନ୍ଧୁକ ବେପାରୀ ଗିରଫ ହୋଇଛନ୍ତି।ବିହାରରୁ ବନ୍ଧୁକ…

ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟରେ ସାକ୍ଷାତକାର ସମ୍ପର୍କିତ ପ୍ରଶିକ୍ଷଣ ଶିବିର ।
ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟରେ ସାକ୍ଷାତକାର ସମ୍ପର୍କିତ ପ୍ରଶିକ୍ଷଣ ଶିବିର ।ରାୟଗଡା : ରାୟଗଡା ସହର ଉପଖଣ୍ଡ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ପରସରରେ ସାକ୍ଷାତକାର ସମ୍ପର୍କିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଅଛି।…