କାଲିମେଳା: ଗତ ୪ଦିନ ହେଲା କାଲିମେଳା ବ୍ଲକରେ ଲଗାଣ ବର୍ଷା ଲାଗି ରହିଛି। ଫଳରେ ଜନଜୀବନ ଅସ୍ତ ବ୍ୟସ୍ତ ହୋଇପଡ଼ିଛି । ଲୋକମାନେ ନାହିଁ ନଥିବା ଅସୁବିଧାର ସମୁଖୀନ ହେଉଛନ୍ତି। ୩ଦିନ ହେଲା ଜାତୀୟ୍ର ରାଜପଥ ବନ୍ଦ ରହିଥିବାରୁ ଯାନବାହାନ ଚଳାଚଳ ବନ୍ଦ ରହିଛି। ତେବେ ପ୍ରବଳ ବର୍ଷାରେ ଆଜି ସାନଟେକଗୁଡ଼ା ନିକଟରେ ଏକ ପାହାଡ଼ ଧସି ଯିବାରୁ ରାସ୍ତା ବନ୍ଦ ହୋଇଯାଇଛି । ଫଳରେ ୪ଖଣ୍ଡ ଗ୍ରାମକୁ ଯୋଗାଯୋଗ ବିଛିନ୍ନ ହୋଇପଡ଼ିଛି।
Related Posts
ଟିକାବାଲି ପଞ୍ଚାୟତ ସମିତି ସଭାଗୃହ ଠାରେ ଜଳ ଓ ପରିମଳ ଉପରେ ଦିନିକିଆ ତାଲିମ୍ ଶିବିର ଅନୁଷ୍ଠିତ…
ଟିକାବାଲି ପଞ୍ଚାୟତ ସମିତି ସଭାଗୃହ ଠାରେ ଜଳ ଓ ପରିମଳ ଉପରେ ଦିନିକିଆ ତାଲିମ୍ ଶିବିର ଅନୁଷ୍ଠିତ… କନ୍ଧମାଳ :-(ରିପୋର୍ଟ କୁନା ଦିଗାଲ) କନ୍ଧମାଳ ଜିଲ୍ଲା ଟିକାବାଲି…
ଜି ଉଦୟଗିରି ଠାରେ ଦୁଇଦିନିଆ ରାଜ୍ୟ ସ୍ତରୀୟ ସିପକ ଟ୍ରାକୋ ଟୁର୍ନାମେଣ୍ଟ ଉଦଯାପିତ….
ଜି ଉଦୟଗିରି ଠାରେ ଦୁଇଦିନିଆ ରାଜ୍ୟ ସ୍ତରୀୟ ସିପକ ଟ୍ରାକୋ ଟୁର୍ନାମେଣ୍ଟ ଉଦଯାପିତ…. କନ୍ଧମାଳ :-(ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଜି ଉଦୟଗିରି ନିକଟସ୍ଥ ଗ୍ରେସିଙ୍ଗିଆ…
ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ମହା ଆଡମ୍ବର ରେ ଅନୁଷ୍ଠିତ
ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ମହା ଆଡମ୍ବର ରେ ଅନୁଷ୍ଠିତ କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକ ନିକଟସ୍ଥ ଟିକାବାଲି…