କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି

ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ।ବାୟୁମଣ୍ଡଳର ଉପରି ଭାଗରେ ୫.୮ କିମି ଯାଏଁ ବ୍ୟାପ୍ତ ରହିଛି।ଆସନ୍ତା ୨୧ ତାରିଖରେ ବଙ୍ଗୋପସାଗରର ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର।ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ।ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *