କୋରାପୁଟ ଜିଲ୍ଲାରେ ବହୁ ରୋଗୀଙ୍କ ପାଖରେ ମାରାତ୍ମକ ଏନୋଫିଲିସ ମଶା ମାରାତ୍ମକ ପିଏଫ୍ (ପ୍ଳାସମୋଡିୟମ ଫଲସିଫେରମ) ଭୂତାଣୁ ରହୁଥିବା ସୂଚନା ମିଳିଛି। ଏହି ମଶାରୁ ବ୍ୟାପୁଥିବା ମ୍ୟାଲେରିଆ ସର୍ବଧିକ ବିପଦପୂର୍ଣ୍ଣ ବୋଲି ଭିସିଆରସି ପକ୍ଷରୁ ବି କୁହାଯାଇଛି। କେବଳ ସରକାରୀ ଲ୍ୟାବରେ ପରୀକ୍ଷଣ ପରେ ଏଭଳି ଉଦ୍ବେଗଜନକ ସ୍ଥିତି ନଜରକୁ ଆସିଛି। ଘରୋଇ ଲ୍ୟାବର ପରୀକ୍ଷଣକୁ ହିସାବକୁ ନିଆଗଲେ, ଆକ୍ରାନ୍ତଙ୍କ ସଂଖ୍ୟା ଢେର୍ ବଢିଯିବ।
Related Posts
ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ଛେଳିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୃତ୍ୟ ଦଳ ରାଜ୍ୟସ୍ତରକୁ ମନୋନୀତ
ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ଛେଳିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୃତ୍ୟ ଦଳ ରାଜ୍ୟସ୍ତରକୁ ମନୋନୀତ ଆର,ଉଦୟଗିରି(ମନୋଜ କୁମାର ପାଢୀ/ ତା 08/11/24 ରିଖ…
ରାଜସ୍ଥାନରେ କେନ୍ଦ୍ର ମହିଳା ଏବଂ ଶିଶୁ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆୟୋଜିତ ଚିନ୍ତନ ଶିବିରରେ ଯୋଗଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ରାଜସ୍ଥାନରେ କେନ୍ଦ୍ର ମହିଳା ଏବଂ ଶିଶୁ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆୟୋଜିତ ଚିନ୍ତନ ଶିବିରରେ ଯୋଗଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଭୁବନେଶ୍ୱର: ରାଜସ୍ଥାନର ଉଦୟପୁରଠାରେ କେନ୍ଦ୍ର…
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ l
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ l ରାୟଗଡ: ସ୍ଥାନୀୟ ହୋଟେଲ ସାଇ ଇଣ୍ଟେରନାସିନlଲ, ରାୟଗଡ ଠାରେ ଜିଲ୍ଲାର ଦୁଇ ବରିଷ୍ଠ ଅଧିକାରୀଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା…