ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଭୁବନେଶ୍ୱରରେ ହେବାକୁ ଥିବା ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିର୍ଦ୍ଦେଶ ଜାରି କଲା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)।ଏନେଇ ସମସ୍ତ ଯାତ୍ରା ମାଲିକଙ୍କୁ ବିଏମ୍‌ସି କମିଶନର ଦେଇଛନ୍ତି ଚେତାବନୀ।ମର୍ଯ୍ୟାଦା ଭିତରେ ରହି ଯାତ୍ରା ପରିବେଷଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ସ୍ଥାୟୀ ଆଲୋକୀକରଣ ଓ ପାନୀୟ ଜଳ ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯିବ।

Leave a Reply

Your email address will not be published. Required fields are marked *