ଖରାପ ପାଗ ଯୋଗୁଁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ

ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ

ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ। କୋଲକାତା ଅଭିମୁଖେ ଗଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିମାନ। ଖରାପ ପାଗ ଯୋଗୁଁ ଭୁବନେଶ୍ବରରେ ବିମାନ ଅବତରଣ କରି ପାରି ନଥିଲା।