ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଅଞ୍ଚଳରେ ଥିବା ମୁକ୍ତେଶ୍ଵର ମନ୍ଦିର ନିକଟରେ ଭାରତୀୟ ଜନତା ପାର୍ଟି (ବିଜେପି) ର କାର୍ଯ୍ୟକାରିଣୀ

ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଅଞ୍ଚଳରେ ଥିବା ମୁକ୍ତେଶ୍ଵର ମନ୍ଦିର ନିକଟରେ ଭାରତୀୟ ଜନତା ପାର୍ଟି (ବିଜେପି) ର କାର୍ଯ୍ୟକାରିଣୀ

ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଅଞ୍ଚଳରେ ଥିବା ମୁକ୍ତେଶ୍ଵର ମନ୍ଦିର ନିକଟରେ ଭାରତୀୟ ଜନତା ପାର୍ଟି (ବିଜେପି) ର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜେପି ପ୍ରାର୍ଥୀ ଉତ୍ତମ ପାଣିଗ୍ରାହୀ ଯୋଗଦେଇ କାର୍ଯ୍ୟକର୍ତ୍ତାମାନଙ୍କ ସହ ସଂଗଠନକୁ ଆହୁରି ସୁଦୃଢ କରିବା ସହ ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତି ନେଇ ଆଲୋଚନା କରିଥିଲେ। ବୈଠକରେ ଅନେକ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ।ଗଣେଶ ପାଣିଗ୍ରାହୀ ରିପୋର୍ଟ।