ଗୃହରେ ଅଶାଳୀନ ଆଚରଣ ପାଇଁ ବରିଷ୍ଠ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ବାଚସ୍ପତି ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରିଛନ୍ତି। ଗୃହରେ ଅନୁଶାସନହୀନତା ଯୋଗୁ ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ବାହିନୀପତିଙ୍କୁ ନେଇ ନିଲମ୍ବନ ପ୍ରସ୍ତାବ ଦେଇଥିଲେ
ଗୃହରେ ଅଶାଳୀନ ଆଚରଣ ପାଇଁ ବରିଷ୍ଠ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ବାଚସ୍ପତି ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରିଛନ୍ତି।
