ଚାକିରି ଦେବା ବାହାନାରେ ଶିକ୍ଷକ ଦମ୍ପତି ଲକ୍ଷାଧିକ ଟଙ୍କା ଠକିଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ କେନ୍ଦୁଝର ଜିଲ୍ଲାରୁ ଆସିଛି। ଠକାମୀରେ ଶିକାର ହୋଇଥିବା ଜଣେ ପୀଡ଼ିତାଙ୍କ ଅଭିଯୋଗ କ୍ରମେ ପୁଲିସ୍ ଅଭିଯୁକ୍ତ ଶିକ୍ଷୟିତ୍ରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ହେଲେ ତାଙ୍କ ସ୍ୱାମୀ ଫେରାର ଅଛନ୍ତି।ସ୍ୱାମୀ-ସ୍ତ୍ରୀ ଶିକ୍ଷକତା କରୁଥିଲେ। ତଥାପି ଟଙ୍କା ଦରକାର ପଡୁଥିଲା। ତେଣୁ ଶିକ୍ଷିତ ବେକାର ଯୁବକ ଓ ଯୁବତୀଙ୍କୁ ଠକୁଥିଲେ।
Related Posts

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ।
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ । ଗଜପତି (ମନୋଜ କୁମାର ପାଢୀ)-: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ…

ଆଦିବାସୀ ମାନଙ୍କ ଅଧିକାର ପାଇଁ ଜିଲ୍ଲାପାଳ କାର୍ଯ୍ଯାଳୟ ସମ୍ମୁଖରେ ଗଣ ଧାରଣା —————————
ଆଦିବାସୀ ମାନଙ୍କ ଅଧିକାର ପାଇଁ ଜିଲ୍ଲାପାଳ କାର୍ଯ୍ଯାଳୟ ସମ୍ମୁଖରେ ଗଣ ଧାରଣା ————————— ଗଜପତି – ମନୋଜ କୁମାର ପାଢୀ/ ଚଳିତ ମାସ 02 09 2024…

କାଦୋବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ତ୍ରିଲୋଚନ ନେତ୍ରାଲୟ ସଂବଲପୁର ର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।
କାଦୋବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ତ୍ରିଲୋଚନ ନେତ୍ରାଲୟ ସଂବଲପୁର ର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ବରଗଡ ୨୩,୧୧(ଭବାନୀ…