ପ୍ୟାରିସ ପାରାଲିମ୍ପିକ୍ସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ। ଜାଭେଲିନରେ ନବଦୀପ ସିଂହଙ୍କ ସିଲଭର୍ ଗୋଲ୍ଡ ମେଡାଲ୍ରେ ବଦଳିଛି। ଡିସକ୍ୱାଲିଫାଏ ହେଲେ ପୂର୍ବରୁ ସ୍ୱର୍ଣ୍ଣ ଜିତିଥିବା ଇରାନର ସାଦେଘ ବେତ୍ ସୟାହ। ବିବାଦୀୟ ପତାକା ପ୍ରଦର୍ଶନ କରିବାରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି ସାଦେଘ।
Related Posts

ଦିଲ୍ଲୀରେ ଆୟୋଜିତ ଓଡ଼ିଶା ପର୍ବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଦିଲ୍ଲୀରେ ଆୟୋଜିତ ଓଡ଼ିଶା ପର୍ବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀ :କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନ ବୈଷ୍ଣବ ମଧ୍ୟ ଉପସ୍ଥିତ ଅଛନ୍ତି।…

“Tragedy Strikes Kannauj Railway Station: Ceiling Collapse Injures Several”
A major accident occurred at Kannauj railway station in Uttar Pradesh on Saturday, January 11, 2025, after a ceiling slab…

ଦକ୍ଷିଣ କୋରିଆରେ ବଡ଼ ଧରଣର ବିମାନ ଦୁର୍ଘଟଣା ୨୩ ମୃତ
ଦକ୍ଷିଣ କୋରିଆରେ ବଡ଼ ଧରଣର ବିମାନ ଦୁର୍ଘଟଣା; ୨୩ ମୃତ ମୁଆନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ବେଳେ ଦୁର୍ଘଟଣା,ବିମାନରେ ୧୭୫ ଜଣ ଯାତ୍ରୀଙ୍କ ସହ ୬ କ୍ରିଉ…