ଜୁଲାଇ ୧୪ ରୁ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ
ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି।ଜୁଲାଇ ୧୪ ତାରିଖରୁ ଓଡ଼ିଶାରେ ପୁଣି ବଢି ପାରେ ବର୍ଷାର ପରିମାଣ ।ରାଜ୍ୟରେ ୧୬ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।ତେବେ ଆସନ୍ତା ୨୪ ଘଣ୍ଟାରେ ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର।