ଜୁଲାଇ ୨୨ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ତା. ୨୨.୦୭.୨୦୨୪ରିଖ ଠାରୁ ଆରମ୍ଭ ହେଉଛି। ଏଥିନିମନ୍ତେ ତା.୨୨.୦୭. ୨୦୨୪ରିଖ ଦିନ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।