୧୭ ମାସ ପରେ ଜେଲ୍ରୁ ବାହାରିଲେ ଆପ୍ ନେତା ତଥା ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ସୁପ୍ରିମକୋର୍ଟରୁ ଜାମିନ ମିଳିବା ପରେ ଆଜି ସନ୍ଧ୍ୟାରେ ସେ ଦିଲ୍ଲୀର ତିହାର ଜେଲ୍ରୁ ବାହାରିଥିଲେ
Related Posts

ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା’- ୨୦୨୪ ଉଦ୍ଘାଟିତ
ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା’- ୨୦୨୪ ଉଦ୍ଘାଟିତ ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଆଜିଠାରୁ ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା-୨୦୨୪’ ଆରମ୍ଭ ହୋଇଛି ।…

ବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟରେ ଚୋରି ହୋଇଥିବା ନେଇ ବରଗଡ଼ ଟାଉନ ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ ।
ବରଗଡ଼ ସହର ଉପକଣ୍ଠ ବରଡୋଲ ବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟରେ ଚୋରି ହୋଇଥିବା ନେଇ ବରଗଡ଼ ଟାଉନ ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି ପ୍ରଧାନ…

ଶପଥ ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ
ଶପଥ ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ ଭୁବନେଶ୍ୱର:( ଅଭିଷେକ ମହାନ୍ତି) ଆଜି ଭୁବନେଶ୍ବରର ୯ଟି ସ୍ଥାନରେ ଓଡ଼ିଶାର ବରପୁତ୍ର ମାନଙ୍କୁ ମାଲ୍ୟାର୍ପଣ କଲେ ମୋହନ…