ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ୨୦୨୦, ୨୦୨୧ ଓ ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର । ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର, ଜୟୀରାମ ସାମଲଙ୍କୁ ଦିଆଗଲା ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’। ଶ୍ରେଷ୍ଠ ଫିଲ୍ମ ଭାବେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍ଚିନି ଏବଂ ୨୦୨୨ ବର୍ଷ ପାଇଁ ଦମନ ପୁରସ୍କୃତ ହୋଇଛି।
Related Posts
ମୋହନା ଅଞ୍ଚଳର ମହିଳା ଆଭାସି ମାଧ୍ୟମରେ ଦେଖିଲେ ସୁଭଦ୍ରା ଯୋଜନାର ଲୋକାର୍ପଣ ଉତ୍ସବ ।
ମୋହନା ଅଞ୍ଚଳର ମହିଳା ଆଭାସି ମାଧ୍ୟମରେ ଦେଖିଲେ ସୁଭଦ୍ରା ଯୋଜନାର ଲୋକାର୍ପଣ ଉତ୍ସବ । ଆର,ଉଦୟଗିରି(ମନୋଜ କୁମାର ପାଢୀ) -ଗଜପତି ଜିଲ୍ଲା ମୋହନା ବ୍ଲକ ହାଇସ୍କୁଲ୍ ଖେଳ…
ବିଜେଡି ବିଧାୟକ ପ୍ରାର୍ଥୀ ଅନ୍ତର୍ଯ୍ୟାମୀ ଗମାଙ୍ଗଙ୍କୁ ସମ୍ବଦ୍ଧନା
ଆର.ଉଦୟଗିରି(ମନୋଜ କୁମାର ପାଢୀ): ଗଜପତି ଜିଲ୍ଲା ଆର,ଉଦୟଗିରି ବ୍ଳକ ବିଜେଡି ପକ୍ଷରୁ ଶୁକ୍ରବାର ମୋହନା ନିର୍ବାଚନ ମଣ୍ଡଳୀ ବିଜେଡି ବିଧାୟକ ପ୍ରାର୍ଥୀ ଅନ୍ତର୍ଯ୍ୟାମୀ ଗମାଙ୍ଗଙ୍କୁ ସମଦ୍ଧନା ଦିଆଯାଇଛି…
ଭାରତ ୨-୧ରେ ଜିତି ନେଇଛି।
ଟି-୨୦ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଭାରତୀୟ ମହିଳା ଦଳ ଆଜି କମାଲ କରିଛି। ଘରୋଇ ମାଟିରେ ଖେଳୁଥିବା ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ୩ ଟିକିଆ ଦିନିକିଆ ସିରିଜକୁ…