ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ୨୦୨୦, ୨୦୨୧ ଓ ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର । ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର, ଜୟୀରାମ ସାମଲଙ୍କୁ ଦିଆଗଲା ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’। ଶ୍ରେଷ୍ଠ ଫିଲ୍ମ ଭାବେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍ଚିନି ଏବଂ ୨୦୨୨ ବର୍ଷ ପାଇଁ ଦମନ ପୁରସ୍କୃତ ହୋଇଛି।
ଜୟୀରାମ ସାମଲଙ୍କୁ ଦିଆଗଲା ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’।ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର
