ଥୁଆପାଲି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ର ନୂତନ ଗୃହ ଶିଳାନ୍ୟାସ ଅନୁଷ୍ଠିତ ହୋଇଯାଇଛି।

ଥୁଆପାଲି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ର ନୂତନ ଗୃହ ଶିଳାନ୍ୟାସ ଅନୁଷ୍ଠିତ ହୋଇଯାଇଛି।

ଥୁଆପାଲି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ର ନୂତନ ଗୃହ ଶିଳାନ୍ୟାସ ଅନୁଷ୍ଠିତ ହୋଇଯାଇଛି।

ବରଗଡ ୧୫,୯(ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଭେଡେନ ବ୍ଲକ ଥୁଆପାଲି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ଗଣେଶ ଚତୁର୍ଥୀ ସରସ୍ବତୀ ପୂଜା ଅବସରରେ ନୂତନ ଗୃହ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପ୍ରଧାନ ଆଚାର୍ଯ୍ୟ ଖିରେସ୍ ରଣା କଂ ପରିଚାଳନା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ସରୋଜ କୁମାର ମିଶ୍ର ଯୋଗଦେଇ ଶୁଭ ଶିଲାନ୍ୟାସ କରିଥିଲେ। ଏହି ସମୟରେ ବିଦ୍ୟାଳୟ ର ପରିଚାଳନା କମିଟି ର ସଭାପତି ହରିଶ୍ଚନ୍ଦ୍ର ବାରିକ, ସଂପାଦକ ଅକ୍ଷୟ ପଧାନ, ରଶ୍ମିରଞ୍ଜନ ପାଢ଼ୀ, ସୁରେନ୍ଦ୍ର କୁଦେଇ,ଯୁଗଳ ଭୋଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହି ସମୟରେ ବିଦ୍ୟାଳୟ ର ସମସ୍ତ ଗୁରୁଜୀ ଗୁରୁମା ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ।