ଦାଦନ ରୋକିବାକୁ ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ କଲେ ରାଜ୍ୟ ସରକାର।
ଭୁବନେଶ୍ଵର : ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠିତ। ଦାଦନ ଜନିତ ବିସ୍ଥାପନ ଦୂର ପାଇଁ ଟାସ୍କଫୋର୍ସ ଗଠନ କଲେ ସରକାର। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସ୍ୱତନ୍ତ୍ର ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠିତ ହୋଇଛି।