ଭୁବନେଶ୍ଆଵର : ଅଧିକାଂଶ ଚାଷୀ କ୍ଷୁଦ୍ର ଓ ମଧ୍ୟମ ଅଥବା ଭୂମିହୀନ ବର୍ଗର ଅଟନ୍ତି। କୃଷକମାନଙ୍କ ରୋଜଗାର ବୃଦ୍ଧି ପାଇଁ ସେମାନଙ୍କ ଆର୍ଥିକ ସ୍ୱଚ୍ଛଳତା ସକାଶେ ପଶୁ ପାଳନ ସବୁଠାରୁ ଭଲ ମାଧ୍ୟମ। କୃଷି କାର୍ଯ୍ୟ ସହିତ ଗାଈ, ଛେଳି, ମେଣ୍ଢା ଓ ମାଛ ଚାଷ ଆଦି କାର୍ଯ୍ୟରେ ସମ୍ପୃକ୍ତ ରହିଲେ ସେମାନେ ସ୍ୱାବଲମ୍ବୀ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
Related Posts
ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ସବୁ ଜେନେରେଟର ସେଟ୍ ଗୁଡିକ କାର୍ଯ୍ୟକ୍ଷମ ଯାଞ୍ଚ ପାଇଁ ଟ୍ରାଏଲ ରନ କରିବାକୁ ନିର୍ଦ୍ଦେଶ
ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ସବୁ ଜେନେରେଟର ସେଟ୍ ଗୁଡିକ କାର୍ଯ୍ୟକ୍ଷମ ଯାଞ୍ଚ ପାଇଁ ଟ୍ରାଏଲ ରନ କରିବାକୁ ନିର୍ଦ୍ଦେଶ ଭୁବନେଶ୍ୱର: ଆଜି ସଚିବସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ…
୯ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍ ମଞ୍ଜୁରୀ
୯ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍ ମଞ୍ଜୁରୀ ଭୁବନେଶ୍ୱର: ଓଡ଼ିଶା କ୍ୟାବିନେଟ୍ରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି।ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ପାଇଁ ୮୭୪.୧୪…
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ…