ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମ୍ବରଝୋଳ ତଥା କଞ୍ଜୁରୁ ଛକଠାରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ତେଲ ଟ୍ୟାଙ୍କରଟି ଏକ ଟ୍ରକ୍କୁ ଓଭରଟେକ୍ କରିବାକୁ ଯାଇ ଯାତ୍ରୀବାହୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ହୋଇଛନ୍ତି।
Related Posts
ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ
ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ଭୁବନେଶ୍ୱର: ଆଜି ସତର ତମ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି।ସତର ତମ ବିଧାନସଭାର ପ୍ରଥମ ଅଧିବେଶନର ପ୍ରଥମ…
ଗଜପତିରେ ବିଶ୍ବ ଆଦିବାସୀ ଦିବସ ପାଳିତ..
ଗଜପତିରେ ବିଶ୍ବ ଆଦିବାସୀ ଦିବସ ପାଳିତ.. ଆର,ଉଦୟଗିରି(ମନୋଜ କୁମାର ପାଢୀ/ ଆଜି ବିଶ୍ଵ ଆଦିବାସୀ ଦିବସ ଅବସରରେ ଗୁମ୍ମା ବ୍ଲକ ତାରଙ୍ଗଡା ପଞ୍ଚାୟତର ପାରଶମ୍ଵା ଠାରେ ଅଖିଳ…
ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ରାଜ୍ୟସ୍ତରୀୟ ଭଲିବୋଲ ପ୍ରତିଯୋଗିତା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ରାଜ୍ୟସ୍ତରୀୟ ଭଲିବୋଲ ପ୍ରତିଯୋଗିତା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ଗଜପତି :୨୫/୯(ମନୋଜ ପାଢୀ)ଗଜପତି ଜିଲ୍ଲା ସଦର ମହକୁମାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ…