ଭୁବନେଶ୍ଵର; ଡିସିପି କହିଛନ୍ତି ଯେ ଦେହରେ ଟାଟୁ କଲେ ଓଡିଶା ପୁଲିସର ସମ୍ମାନ ହାନି ହେଉଛି। ଯଦି କେହି ଟାଟୁ ନ ଲିଭାନ୍ତି, ତେବେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍ ଏଭଳି ନିର୍ଦେଶନାମା ଜାରି କରିଛି ।ଏଣିକି ଆଉ ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ। ଟାଟୁ କରିଥିବା ପୁଲିସ କର୍ମଚାରୀଙ୍କୁ କଡା ନିର୍ଦେଶ ରହିଛି । ଦେହରେ ଟାଟୁ ଥିଲେ ୧୫ଦିନ ମଧ୍ୟରେ ତୁରନ୍ତ ଲିଭାଇବାକୁ ନିର୍ଦେଶ ରହିଛି। ୟୁନିଫର୍ମ ବାହାରେ ଟାଟୁ ଦେଖାଗଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ସ୍ପେଶାଲ ସିକ୍ୟୁରିଟି ବାଟାଲିୟନରେ କାର୍ଯ୍ୟରତ ସିପାହୀଙ୍କୁ ନିର୍ଦେଶ ରହିଛି ।
Related Posts
ମାଓବାଦୀ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ
*ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ ଶିବ ନାରାୟଣ ପୁର ନିକଟସ୍ଥ ଜଙ୍ଗଳ ରେ ମାଓବାଦୀ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ, ଗୋଟିଏ ଯବାନ ଆହତ, କାନ୍ଧ…
Mayon, Manish Khillo Bring Home Medals
Mayon, Manish Khillo Bring Home Medals BHUBANESWAR, NOV 17 – Odisha’s young karate talents shone at the 36th Sub Junior…
ପୁରୀରେ ରଥଯାତ୍ରା ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠତ;ଭକ୍ତ ଓ ଯାତ୍ରୀଙ୍କ ସୁରକ୍ଷା ଓ ଆନୁଷଙ୍ଗିକ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ.
ପୁରୀରେ ରଥଯାତ୍ରା ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠତ;ଭକ୍ତ ଓ ଯାତ୍ରୀଙ୍କ ସୁରକ୍ଷା ଓ ଆନୁଷଙ୍ଗିକ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ…