ଦ୍ରୁତ ଗତିରେ ମାଡ଼ି ଆସିଲା ଟ୍ରେନ୍।
ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଆନ୍ଧ୍ରପ୍ରଦେଶର ବିଜୟଓ୍ୱାଡାରେ।ଟ୍ରାକ୍ ଉପରେ ଠିଆ ହୋଇ ବନ୍ୟା ସ୍ଥିତି ସମୀକ୍ଷା କରୁଥିଲେ ମୁଖ୍ୟମନ୍ତ୍ରୀ। ତାଙ୍କ ସହ ଅନ୍ୟ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଏତିକି ବେଳେ ହଠାତ୍ ଦ୍ରୁତ ଗତିରେ ମାଡ଼ି ଆସିଲା ଟ୍ରେନ୍। ଫଳରେ ଏଥିରୁ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।