ବନ ବିଭାଗ ସହାୟତାରେ ପୁଲିସ୍ ରାତି ୧୨ଟାରେ ୫ ସାଙ୍ଗଙ୍କୁ ଘଞ୍ଚ ଜଙ୍ଗଲରୁ ସୁରକ୍ଷିତ ଉଦ୍ଧାର କରିଛି। ଜଙ୍ଗଲରେ ସିନା ୫ ସାଙ୍ଗଙ୍କ ଜୀବନ ବଞ୍ଚି ଯାଇଛି, ହେଲେ ଗୁଗୁଲ ମ୍ୟାପ୍କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ସପ୍ତଶଯ୍ୟାରେ ବାଟବଣା କରିଦେଲା ଗୁଗୁଲ୍ ମ୍ୟାପ୍। ଯେଉଁଥିପାଇଁ ଘଞ୍ଚ ଜଙ୍ଗଲରେ ଘୂରି ବୁଲିଲେ ୫ ସାଙ୍ଗ। ସକାଳ ଯାଇ ଦିନ ଗଲା। ତା’ପରେ ରାତି ଆସିଲା। ହେଲେ ଫେରିବାର ରାସ୍ତା ପାଇଲେ ନାହିଁ। ଶେଷରେ ଢେଙ୍କାନାଳ ପୁଲିସ୍ର ସହାୟତା ମାଗିଲେ।
Related Posts
ମୋହନା ଠାରେ ବ୍ଲକ ସ୍ତରୀୟ ଏବଂ ବୌଦ୍ଧ ମନ୍ଦିର ପ୍ରାଙ୍ଗଣରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ …
ମୋହନା ଠାରେ ବ୍ଲକ ସ୍ତରୀୟ ଏବଂ ବୌଦ୍ଧ ମନ୍ଦିର ପ୍ରାଙ୍ଗଣରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ … ଆର,ଉଦୟଗିରି (ମନୋଜ କୁମାର ପାଢୀ)-:ମୋହନା ,ଜିରାଙ୍ଗ ବୌଦ୍ଧ ମନ୍ଦିର…
ସୁଲଭ ଆବାସ ପ୍ରକଳ୍ପର ହିତାଧିକାରୀଙ୍କୁ ଆବଣ୍ଟନ ପତ୍ର ବଣ୍ଟନ କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ
ସୁଲଭ ଆବାସ ପ୍ରକଳ୍ପର ହିତାଧିକାରୀଙ୍କୁ ଆବଣ୍ଟନ ପତ୍ର ବଣ୍ଟନ କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଭୁବନେଶ୍ୱର: ଓଡ଼ିଶା ଗୃହ ନିର୍ମାଣ ଓ ନଗର…
ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍ଯାପିତ
ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍ଯାପିତ.. ଗଜପତି(ମନୋଜ କୁମାର ପାଢୀ/୨୪/୯/ ପାରଳାଖେମୁଣ୍ଡି,ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ତିନି ଦିନ ଧରି ଚାଲିଥିବା…