ନନ୍ଦପୁରଠାରେ ‘ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର’ ଅନୁଷ୍ଠିତ ହୋଇଥିଲା

ଆଜି କୋରାପୁଟ ଜିଲ୍ଲାର ପଞ୍ଚାୟତ ସମିତି, ନନ୍ଦପୁରଠାରେ ‘ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର’ ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ କୋରାପୁଟ ଜିଲ୍ଲାପାଳଙ୍କ ସହିତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଶୁଣାଣି କରିଥିଲେ।