ନଭେମ୍ବର ୪ ଓ ୧୧ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ନଭେମ୍ବର ୪ ଓ ୧୧ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ଦିନ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *