ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କହିଲେ, ନୂତନ ବର୍ଷ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ଏକତା ଆଣିଦେଉ । ଏହି ଅବସରରେ ଭାରତ ଏବଂ ସମଗ୍ର ବିଶ୍ୱ ପାଇଁ ଏକ ଉଜ୍ୱଳ ଓ ସ୍ଥାୟୀ ଭବିଷ୍ୟତ ସୃଷ୍ଟି ପାଇଁ ମିଳିତ ଭାବରେ କାର୍ଯ୍ୟ କରିବା ।

Leave a Reply

Your email address will not be published. Required fields are marked *