ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିରତକନିକା
କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ।କୁମ୍ଭୀର ଗଣନା ପାଇଁ ଜାନୁଆରୀ ୧୪ରୁ ୨୨ ଯାଏ ବନ୍ଦ ଥିଲା ଭିତରକନିକା।ଦୀର୍ଘ ୯ଦିନ ପରେ ଭିତରକନିକା ବୁଲିବେ ପର୍ଯ୍ୟଟକ।
The Information Media (ସୂଚନା ଏବଂ ସମ୍ବାଦ)
Vasundhara Information and Media Group