ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଛି। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୫ ଜଣ ଆହତ ହୋଇଥିବା କୁହାଯାଉଛି।
Related Posts
ଗଡ଼ ଗୋପୀନାଥ ପ୍ରସାଦ ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତି ସୁନା ବେଶରେ ସଜ୍ଜିତ
ଗଡ଼ ଗୋପୀନାଥ ପ୍ରସାଦ ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତି ସୁନା ବେଶରେ ସଜ୍ଜିତ ଭୁବନେଶ୍ଵର: ଭୁବନେଶ୍ୱର ଭାଗବତ ସନ୍ଧାନ କଲୋନୀରେ ଥିବା ଗଡ଼ ଗୋପୀନାଥ ପ୍ରସାଦ ଶ୍ରୀଜଗନ୍ନାଥ ମନ୍ଦିରରେ…
ଜୁନ୍ ୨୬ରେ ଘୂର୍ଣ୍ଣିବଳୟ
ଜୁନ୍ ୨୬ରେ ଘୂର୍ଣ୍ଣିବଳୟ ଭୁବନେଶ୍ୱର: ଜୁନ୍ ୨୬ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ।ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ୨୬ ତାରିଖରୁ ବଢ଼ିବ ବର୍ଷା ଓ ୨୭ରେ ସୃଷ୍ଟି…
ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ
ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ…