ବଲାଙ୍ଗିର: ନବାନ୍ନ ଲାଗି ପାଇଁ ବାହାରିଲା ନୂଆଖାଇ ଲଗ୍ନ!ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ବାହାରିଲା ଶୁଭଲଗ୍ନ । ବଲାଙ୍ଗିର ଜିଲ୍ଲା ପାଇଁ ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ବାହାର କରିଛି ନୂଆଖାଇ ଲଗ୍ନ । ସେପ୍ଟେମ୍ବର ୮ରେ ଇଷ୍ଟଦେବୀଙ୍କ ନିକଟରେ ଲାଗି ହେବ ନବାନ୍ନ!ରବିବାର ସକାଳ ୯ଟା ୩୫ରୁ ୧୦ଟା ୭ ମଧ୍ୟରେ ନବାନ୍ନ ଲାଗି !ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ପରେ ସମସ୍ତେ ନୂଆ ଖାଇବେ
Related Posts
ବରଗଡ ଜିଲ୍ଲା ଅତାବିରା ମହାବିଦ୍ୟାଳୟରେ ପୁରାତନ ଛାତ୍ର ସଂଗଠନ (ଏଲୁମିନି) ର ପ୍ରଥମ ବୈଠକ
ବରଗଡ (ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଅତାବିରା ମହାବିଦ୍ୟାଳୟରେ ପୁରାତନ ଛାତ୍ର ସଂଗଠନ (ଏଲୁମିନି) ର ପ୍ରଥମ ବୈଠକ : ବରଗଡ ଜିଲ୍ଲା ଅତାବିରା ଏନଏସି…
ଫିନୋ ବ୍ୟାଙ୍କ ପକ୍ଷରୁ “ଆର୍ଥିକ ସାକ୍ଷରତା ସଚେତନା” ଶିବିର କାର୍ଯ୍ୟକ୍ରମ।
ଫିନୋ ବ୍ୟାଙ୍କ ପକ୍ଷରୁ “ଆର୍ଥିକ ସାକ୍ଷରତା ସଚେତନା” ଶିବିର କାର୍ଯ୍ୟକ୍ରମ। ଗଜପତି – ୩/୯/୨୪ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସେବକପୁର ସ୍ଥିତ ପର୍ଶୁରାମ ଗୁରୁକୁଳ ଉଚ୍ଚ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ.. ଗଜପତି(ମନୋଜ ପାଢୁ/୧୮/୧୧/୨୪ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସନତୁଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ…