ପହଲଗାମ୍ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଭୁବନେଶ୍ବରରେ ପହଞ୍ଚିଲା

ଭୁବନେଶ୍ବରରେ ପହଞ୍ଚିଲା ପହଲଗାମ୍ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ମରଶରୀର। ବିମାନ ବନ୍ଦରରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ ଅଛନ୍ତି।