ଆଜି ଯାଏ ଭାରତ କେବେ ବି ପାରା ଅଲିମ୍ପିକ୍ସର ଜୁଡୋରେ ପଦକ ଜିତିବାକୁ ସକ୍ଷମ ହୋଇ ନଥିଲା। ହେଲେ କପିଲ ଏହି ଧାରାକୁ ବଦଳାଇଛନ୍ତି।ଇତିହାସ ରଚିଛନ୍ତି ଭାରତର କପିଲ ପାରମର। ସେ ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି।
Related Posts
ନିମାପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ମିଶନ ଶକ୍ତି କ୍ୟାଫେ ଉଦଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ନିମାପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ମିଶନ ଶକ୍ତି କ୍ୟାଫେ ଉଦଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଭୁବନେଶ୍ୱର : ଆଜି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ…
ନଭେମ୍ବର ୧୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ନଭେମ୍ବର ୧୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର: ନଭେମ୍ବର ୧୫ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ବିର୍ସା ମୁଣ୍ଡାଙ୍କ ଜନ୍ମତିଥି ଅବସରରେ ଓଡ଼ିଶା ଆସି ଜନଜାତି…
ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି।
ଭୁବନେଶ୍ବର: ରାଷ୍ଟ୍ରପତି ଆସନ୍ତା ସେପ୍ଟେମ୍ବର ୫ ତାରିଖରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ଦେଶର ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪…